Text copied!
Bibles in Odia

ଯୋହନ 5:6-10 in Odia

Help us?

ଯୋହନ 5:6-10 in ଓଡିଆ ବାଇବେଲ

6 ଯୀଶୁ ତାକୁ ପଡ଼ିରହିଥିବା ଦେଖି ବହୁକାଳର ରୋଗୀ ବୋଲି ଜାଣି ତାକୁ ପଚାରିଲେ, ତୁମ୍ଭେ କ'ଣ ସୁସ୍ଥ ହେବାକୁ ଇଚ୍ଛା କରୁଅଛ ?
7 ରୋଗୀଟି ତାହାଙ୍କୁ ଉତ୍ତର ଦେଲା, ମହାଶୟ, ଜଳ କମ୍ପିବା ସମୟରେ ମୋତେ ପୋଖରୀ ଭିତରକୁ ଘେନିଯିବା ପାଇଁ ମୋହର କେହି ନାହିଁ; ଆଉ, ମୁଁ ଯାଉ ଯାଉ ଅନ୍ୟ ଜଣେ ମୋ' ଆଗରୁ ପଶିଯାଏ ।
8 ଯୀଶୁ ତାକୁ କହିଲେ, ଉଠ, ତୁମ୍ଭର ଖଟିଆ ଘେନି ଚାଲ ।
9 ସେହିକ୍ଷଣି ସେ ଲୋକଟି ସୁସ୍ଥ ହେଲା ଓ ଆପଣାର ଖଟିଆ ଘେନି ଚାଲିବାକୁ ଲାଗିଲା । ସେ ଦିନ ବିଶ୍ରାମବାର ଥିଲା ।
10 ଅତଏବ, ଯିହୂଦୀମାନେ ସୁସ୍ଥ ହୋଇଥିବା ଲୋକକୁ କହିବାକୁ ଲାଗିଲେ, ଆଜି ବିଶ୍ରାମବାର, ଖଟିଆ ବୋହିନେଇଯିବା ତୁମ୍ଭ ନିମନ୍ତେ ବିଧିସଙ୍ଗତ ନୁହେଁ ।
ଯୋହନ 5 in ଓଡିଆ ବାଇବେଲ