Text copied!
Bibles in Odia

ଯୋହନ 6:15-18 in Odia

Help us?

ଯୋହନ 6:15-18 in ଓଡିଆ ବାଇବେଲ

15 ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ ।
16 ସନ୍ଧ୍ୟା ହୁଅନ୍ତେ ତାହାଙ୍କ ଶିଷ୍ୟମାନେ ସମୁଦ୍ରକୂଳକୁ ଗଲେ
17 ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ । ଅନ୍ଧକାର ହୋଇଗଲା, ପୁଣି, ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,
18 ଆଉ ପ୍ରବଳ ପବନ ବହୁଥିବାରୁ ସମୁଦ୍ରରେ ଲହଡ଼ି ଉଠୁଥିଲା ।
ଯୋହନ 6 in ଓଡିଆ ବାଇବେଲ