27କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ୱର ମୁଦ୍ରାଙ୍କିତ କଲେ ।
28ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଈଶ୍ୱରଙ୍କ କାର୍ଯ୍ୟସବୁ କରିବା ନିମନ୍ତେ ଆମ୍ଭମାନଙ୍କୁ କ'ଣ କରିବାକୁ ହେବ?