Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 7

ଯୋହନ 7:46-51

Help us?
Click on verse(s) to share them!
46ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ ।
47ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କ'ଣ ଭ୍ରାନ୍ତ ହୋଇଅଛ?
48ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କ'ଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?
49କିନ୍ତୁ ଏହି ଯେଉଁ ଲୋକଗୁଡ଼ାକ ମୋଶାଙ୍କ ବ୍ୟବସ୍ଥା ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ ।
50ଯେଉଁ ନୀକଦୀମ ଏଥିପୂର୍ବେ ତାହାଙ୍କ ନିକଟକୁ ଆସିଥିଲେ ଓ ଯେ ସେମାନଙ୍କ ମଧ୍ୟରେ ଜଣେ, ସେ ସେମାନଙ୍କୁ ପଚାରିଲେ,
51ଜଣେ ଲୋକଠାରୁ ପ୍ରଥମେ ନ ଶୁଣି ଓ ତାହାର ଆଚରଣ ବିଷୟ ନ ଜାଣି ଆମ୍ଭମାନଙ୍କର ମୋଶାଙ୍କ ବ୍ୟବସ୍ଥା କ'ଣ ତାହାକୁ ଦୋଷୀ କରେ ?

Read ଯୋହନ 7ଯୋହନ 7
Compare ଯୋହନ 7:46-51ଯୋହନ 7:46-51