Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 9

ଯୋହନ 9:39-41

Help us?
Click on verse(s) to share them!
39ପୁଣି, ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି ।
40ଫାରୂଶୀମାନଙ୍କ ମଧ୍ୟରୁ ଯେଉଁମାନେ ତାହାଙ୍କ ସାଙ୍ଗରେ ଥିଲେ, ସେମାନେ ଏହା ଶୁଣି ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ କ'ଣ ଅନ୍ଧ ?
41ଯୀଶୁ ସେମାନଙ୍କୁ କହିଲେ, ଯଦି ଅନ୍ଧ ହୋଇଥା'ନ୍ତ, ତାହାହେଲେ ତୁମ୍ଭମାନଙ୍କର ପାପ ନ ଥାଆନ୍ତା, କିନ୍ତୁ ଆମ୍ଭେମାନେ ଦେଖୁଅଛୁ, ଏହା ଏବେ କହୁଅଛ; ତୁମ୍ଭେମାନେ ପାପରେ ରହୁଅଛ ।

Read ଯୋହନ 9ଯୋହନ 9
Compare ଯୋହନ 9:39-41ଯୋହନ 9:39-41