Text copied!
Bibles in Odia

ରୋମୀୟ 10:5-7 in Odia

Help us?

ରୋମୀୟ 10:5-7 in ଓଡିଆ ବାଇବେଲ

5 କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ ।
6 କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, "ମନେ ମନେ କୁହ ନାହିଁ, "କିଏ ସ୍ୱର୍ଗାରୋହଣ କରିବ' (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ଓହ୍ଲାଇଆଣିବା ନିମନ୍ତେ) ?
7 ଅବା "କିଏ ପାତାଳକୁ ଅବତରଣ କରିବ' (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ) ?
ରୋମୀୟ 10 in ଓଡିଆ ବାଇବେଲ