Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 13

ରୋମୀୟ 13:8-11

Help us?
Click on verse(s) to share them!
8ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ମୋଶାଙ୍କ ବ୍ୟବସ୍ଥା ସଫଳ କରିଅଛି ।
9କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।
10ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ମୋଶାଙ୍କ ବ୍ୟବସ୍ଥା ସଫଳ କରେ ।
11ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହି ସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ ।

Read ରୋମୀୟ 13ରୋମୀୟ 13
Compare ରୋମୀୟ 13:8-11ରୋମୀୟ 13:8-11