Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 1

ରୋମୀୟ 1:16-17

Help us?
Click on verse(s) to share them!
16କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୂଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।
17ସେଥିରେ ତ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, "ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ'' ।

Read ରୋମୀୟ 1ରୋମୀୟ 1
Compare ରୋମୀୟ 1:16-17ରୋମୀୟ 1:16-17