Text copied!
Bibles in Odia

ରୋମୀୟ 1:16-18 in Odia

Help us?

ରୋମୀୟ 1:16-18 in ଓଡିଆ ବାଇବେଲ

16 କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୂଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।
17 ସେଥିରେ ତ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, "ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ'' ।
18 କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
ରୋମୀୟ 1 in ଓଡିଆ ବାଇବେଲ