Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 1

ରୋମୀୟ 1:24-25

Help us?
Click on verse(s) to share them!
24ଏଣୁ ଈଶ୍ୱର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ ।
25କାରଣ ସେମାନେ ଈଶ୍ୱରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ । ଆମେନ୍‍ ।

Read ରୋମୀୟ 1ରୋମୀୟ 1
Compare ରୋମୀୟ 1:24-25ରୋମୀୟ 1:24-25