Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 1

ରୋମୀୟ 1:6-7

Help us?
Click on verse(s) to share them!
6ତାହାଙ୍କ ନାମର ଗୌରବ ନିମନ୍ତେ ସେହି ଅଣଯିହୂଦୀ ସମସ୍ତେ ଯେପରି ବିଶ୍ୱାସ କରି ଆଜ୍ଞାକାରୀ ହୁଅନ୍ତି, ଏଥି ନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ଓ ପ୍ରେରିତ ପଦ ପାଇଅଛୁ ।
7ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।

Read ରୋମୀୟ 1ରୋମୀୟ 1
Compare ରୋମୀୟ 1:6-7ରୋମୀୟ 1:6-7