Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 2

ରୋମୀୟ 2:15-16

Help us?
Click on verse(s) to share them!
15କାରଣ ସେମାନେ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ;
16ଯେଉଁ ଦିନରେ ଈଶ୍ୱର ମୋହର ସୁସମାଚାର ଅନୁସାରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ ।

Read ରୋମୀୟ 2ରୋମୀୟ 2
Compare ରୋମୀୟ 2:15-16ରୋମୀୟ 2:15-16