Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 6

ରୋମୀୟ 6:9-10

Help us?
Click on verse(s) to share them!
9ଖ୍ରୀଷ୍ଟ ମୃତ୍ୟୁମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ ।
10କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ୍ୟୁ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ୱରଙ୍କ ପ୍ରତି ଜୀବିତ ଅଟନ୍ତି ।

Read ରୋମୀୟ 6ରୋମୀୟ 6
Compare ରୋମୀୟ 6:9-10ରୋମୀୟ 6:9-10