Text copied!
Bibles in Odia

ରୋମୀୟ 6:9-10 in Odia

Help us?

ରୋମୀୟ 6:9-10 in ଓଡିଆ ବାଇବେଲ

9 ଖ୍ରୀଷ୍ଟ ମୃତ୍ୟୁମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ ।
10 କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ୍ୟୁ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ୱରଙ୍କ ପ୍ରତି ଜୀବିତ ଅଟନ୍ତି ।
ରୋମୀୟ 6 in ଓଡିଆ ବାଇବେଲ