Text copied!
Bibles in Odia

ଲୂକ 11:27-29 in Odia

Help us?

ଲୂକ 11:27-29 in ଓଡିଆ ବାଇବେଲ

27 ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲେ, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ ।
28 ମାତ୍ର ସେ କହିଲେ, ନା, ବରଂ ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେହିମାନେ ଧନ୍ୟ ।
29 ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ।
ଲୂକ 11 in ଓଡିଆ ବାଇବେଲ