Text copied!
Bibles in Odia

ଲୂକ 11:48-50 in Odia

Help us?

ଲୂକ 11:48-50 in ଓଡିଆ ବାଇବେଲ

48 ଅତଏବ ତୁମ୍ଭମାନଙ୍କ ପିତୃପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ ।
49 ତେଣୁ ଈଶ୍ୱର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ,
50 ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,
ଲୂକ 11 in ଓଡିଆ ବାଇବେଲ