Text copied!
Bibles in Odia

ଲୂକ 11:8-12 in Odia

Help us?

ଲୂକ 11:8-12 in ଓଡିଆ ବାଇବେଲ

8 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ ।
9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇଦିଆଯିବ ।
10 କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଦ୍ୱାର ଫିଟାଦିଆଯିବ ।
11 ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ ?
12 କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ ?
ଲୂକ 11 in ଓଡିଆ ବାଇବେଲ