Text copied!
Bibles in Odia

ଲୂକ 12:52-56 in Odia

Help us?

ଲୂକ 12:52-56 in ଓଡିଆ ବାଇବେଲ

52 କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ ।
53 ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ ।
54 ପୁଣି, ସେ ଲୋକମାନଙ୍କୁ ମଧ୍ୟ କହିଲେ, ପଶ୍ଚିମ ଦିଗରେ ମେଘ ଉଠୁଥିବା ଦେଖିଲେ ସେହିକ୍ଷଣି ତୁମ୍ଭେମାନେ କୁହ, ବର୍ଷା ଆସୁଅଛି, ଆଉ ସେହିପରି ଘଟେ;
55 ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ ।
56 ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ ?
ଲୂକ 12 in ଓଡିଆ ବାଇବେଲ