Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 14

ଲୂକ 14:3-5

Help us?
Click on verse(s) to share them!
3ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, ବିଶ୍ରାମବାରରେ ସୁସ୍ଥ କରିବା ନିୟମସଙ୍ଗତ କି ନୁହେଁ ? କିନ୍ତୁ ସେମାନେ ନୀରବ ରହିଲେ ।
4ପୁଣି, ସେ ତାହାକୁ ଧରି ସୁସ୍ଥ କଲେ ଓ ବିଦାୟ ଦେଲେ ।
5ଆଉ, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କ'ଣ ତାହାକୁ ବିଶ୍ରାମବାରରେ ସେହିକ୍ଷଣି ଉଠାଇବ ନାହିଁ ?

Read ଲୂକ 14ଲୂକ 14
Compare ଲୂକ 14:3-5ଲୂକ 14:3-5