Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 15

ଲୂକ 15:26-28

Help us?
Click on verse(s) to share them!
26ଦାସମାନଙ୍କ ମଧ୍ୟରୁ ଜଣକୁ ପାଖକୁ ଡାକି ସେହି ସବୁ କ'ଣ ବୋଲି ପଚାରିବାକୁ ଲାଗିଲା ।
27ସେ ତାହାକୁ କହିଲା, ତୁମ୍ଭର ଭାଇ ଆସିଅଛନ୍ତି, ଆଉ ତୁମ୍ଭର ବାପା ତାହାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ମୋଟା ବାଛୁରିଟିଏ ମାରିଅଛନ୍ତି ।
28ସେଥିରେ ସେ ରାଗିଯାଇ ଭିତରକୁ ଗଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ ।

Read ଲୂକ 15ଲୂକ 15
Compare ଲୂକ 15:26-28ଲୂକ 15:26-28