Text copied!
Bibles in Odia

ଲୂକ 21:26-29 in Odia

Help us?

ଲୂକ 21:26-29 in ଓଡିଆ ବାଇବେଲ

26 ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ ।
27 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ ।
28 କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ ।
29 ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, ଡିମ୍ବିରି ପୁଣି, ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର;
ଲୂକ 21 in ଓଡିଆ ବାଇବେଲ