Text copied!
Bibles in Odia

ଲୂକ 21:6-10 in Odia

Help us?

ଲୂକ 21:6-10 in ଓଡିଆ ବାଇବେଲ

6 ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।
7 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ ? ପୁଣି, ଯେଉଁ ସମୟରେ ଏହି ସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କ'ଣ ?
8 ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ ।
9 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଲବ ବିଷୟ ଶୁଣିବ, ସେତେବେଳେ ଭୟ କର ନାହିଁ; କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ ।
10 ତାପରେ ସେ ସେମାନଙ୍କୁ କହିଲେ, ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ,
ଲୂକ 21 in ଓଡିଆ ବାଇବେଲ