Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 24

ଲୂକ 24:41-46

Help us?
Click on verse(s) to share them!
41ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, ଏଠାରେ ତୁମ୍ଭମାନଙ୍କ ପାଖରେ କ'ଣ ଖାଦ୍ୟ ଅଛି ?
42ସେଥିରେ ସେମାନେ ତାହାଙ୍କୁ ଖଣ୍ଡେ ଭଜା ମାଛ ଦେଲେ ।
43ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତାରେ ଭୋଜନ କଲେ ।
44ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି ।
45ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ;
46ଆଉ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖା ଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ,

Read ଲୂକ 24ଲୂକ 24
Compare ଲୂକ 24:41-46ଲୂକ 24:41-46