Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 2

ଲୂକ 2:1-5

Help us?
Click on verse(s) to share them!
1ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା ।
2ସିରିୟାର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ନାମଲେଖା ହୋଇଥିଲା ।
3ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ ।
4ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରିୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
5ତାହାଙ୍କ ସହିତ ମରିୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ ।

Read ଲୂକ 2ଲୂକ 2
Compare ଲୂକ 2:1-5ଲୂକ 2:1-5