Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 2

ଲୂକ 2:47-51

Help us?
Click on verse(s) to share them!
47ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ ।
48ସେମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଅଛୁ ।
49ଏଥିରେ ସେ ସେମାନଙ୍କୁ କହିଲେ, କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କ'ଣ ଜାଣି ନ ଥିଲ ?
50କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ, ତାହା ସେମାନେ ବୁଝିଲେ ନାହିଁ ।
51ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ ।

Read ଲୂକ 2ଲୂକ 2
Compare ଲୂକ 2:47-51ଲୂକ 2:47-51