Text copied!
Bibles in Odia

ଲୂକ 2:47-51 in Odia

Help us?

ଲୂକ 2:47-51 in ଓଡିଆ ବାଇବେଲ

47 ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ ।
48 ସେମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଅଛୁ ।
49 ଏଥିରେ ସେ ସେମାନଙ୍କୁ କହିଲେ, କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କ'ଣ ଜାଣି ନ ଥିଲ ?
50 କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ, ତାହା ସେମାନେ ବୁଝିଲେ ନାହିଁ ।
51 ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ ।
ଲୂକ 2 in ଓଡିଆ ବାଇବେଲ