Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 2

ଲୂକ 2:6-10

Help us?
Click on verse(s) to share them!
6ସେମାନେ ସେହି ସ୍ଥାନରେ ଥିବା ସମୟରେ ତାଙ୍କ ପ୍ରସବ କାଳ ଉପସ୍ଥିତ ହେଲା,
7ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା ।
8ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ ।
9ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ ।
10ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,

Read ଲୂକ 2ଲୂକ 2
Compare ଲୂକ 2:6-10ଲୂକ 2:6-10