Text copied!
Bibles in Odia

ଲୂକ 6:28-29 in Odia

Help us?

ଲୂକ 6:28-29 in ଓଡିଆ ବାଇବେଲ

28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର ।
29 ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡା଼ ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ଚାଦର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା (ପୋଷାକ) ମଧ୍ୟ ନେବାକୁ ମନା କର ନାହିଁ ।
ଲୂକ 6 in ଓଡିଆ ବାଇବେଲ