Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 10

ହିତୋପଦେଶ 10:13-15

Help us?
Click on verse(s) to share them!
13ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି।
14ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ।
15ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ।

Read ହିତୋପଦେଶ 10ହିତୋପଦେଶ 10
Compare ହିତୋପଦେଶ 10:13-15ହିତୋପଦେଶ 10:13-15