Text copied!
Bibles in Odia

ହିତୋପଦେଶ 10:14-16 in Odia

Help us?

ହିତୋପଦେଶ 10:14-16 in ଓଡିଆ ବାଇବେଲ

14 ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ।
15 ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ।
16 ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି, ଅଧାର୍ମିକର ଆୟ ପାପଜନକ।
ହିତୋପଦେଶ 10 in ଓଡିଆ ବାଇବେଲ