Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 10

ହିତୋପଦେଶ 10:15-16

Help us?
Click on verse(s) to share them!
15ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ।
16ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି, ଅଧାର୍ମିକର ଆୟ ପାପଜନକ।

Read ହିତୋପଦେଶ 10ହିତୋପଦେଶ 10
Compare ହିତୋପଦେଶ 10:15-16ହିତୋପଦେଶ 10:15-16