Text copied!
Bibles in Odia

ହିତୋପଦେଶ 10:15-20 in Odia

Help us?

ହିତୋପଦେଶ 10:15-20 in ଓଡିଆ ବାଇବେଲ

15 ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ।
16 ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି, ଅଧାର୍ମିକର ଆୟ ପାପଜନକ।
17 ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ।
18 ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।
19 ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।
20 ଧାର୍ମିକର ଜିହ୍ୱା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ।
ହିତୋପଦେଶ 10 in ଓଡିଆ ବାଇବେଲ