Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 10

ହିତୋପଦେଶ 10:17-19

Help us?
Click on verse(s) to share them!
17ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ।
18ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।
19ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।

Read ହିତୋପଦେଶ 10ହିତୋପଦେଶ 10
Compare ହିତୋପଦେଶ 10:17-19ହିତୋପଦେଶ 10:17-19