Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 10

ହିତୋପଦେଶ 10:18-20

Help us?
Click on verse(s) to share them!
18ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।
19ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।
20ଧାର୍ମିକର ଜିହ୍ୱା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ।

Read ହିତୋପଦେଶ 10ହିତୋପଦେଶ 10
Compare ହିତୋପଦେଶ 10:18-20ହିତୋପଦେଶ 10:18-20