Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 10

ହିତୋପଦେଶ 10:25-29

Help us?
Click on verse(s) to share them!
25ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ୱରୂପ।
26ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ।
27ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ।
28ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ।
29ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ।

Read ହିତୋପଦେଶ 10ହିତୋପଦେଶ 10
Compare ହିତୋପଦେଶ 10:25-29ହିତୋପଦେଶ 10:25-29