Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 10

ହିତୋପଦେଶ 10:28-30

Help us?
Click on verse(s) to share them!
28ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ।
29ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ।
30ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ।

Read ହିତୋପଦେଶ 10ହିତୋପଦେଶ 10
Compare ହିତୋପଦେଶ 10:28-30ହିତୋପଦେଶ 10:28-30