Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 10

ହିତୋପଦେଶ 10:29-31

Help us?
Click on verse(s) to share them!
29ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ।
30ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ।
31ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ୱା ଉଚ୍ଛିନ୍ନ ହେବ।

Read ହିତୋପଦେଶ 10ହିତୋପଦେଶ 10
Compare ହିତୋପଦେଶ 10:29-31ହିତୋପଦେଶ 10:29-31