Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 10

ହିତୋପଦେଶ 10:7-10

Help us?
Click on verse(s) to share them!
7ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।
8ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।
9ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।
10ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ।

Read ହିତୋପଦେଶ 10ହିତୋପଦେଶ 10
Compare ହିତୋପଦେଶ 10:7-10ହିତୋପଦେଶ 10:7-10