Text copied!
Bibles in Odia

ହିତୋପଦେଶ 10:7-10 in Odia

Help us?

ହିତୋପଦେଶ 10:7-10 in ଓଡିଆ ବାଇବେଲ

7 ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।
8 ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।
9 ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।
10 ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ।
ହିତୋପଦେଶ 10 in ଓଡିଆ ବାଇବେଲ