Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 10

ହିତୋପଦେଶ 10:7-11

Help us?
Click on verse(s) to share them!
7ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।
8ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।
9ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।
10ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ।
11ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।

Read ହିତୋପଦେଶ 10ହିତୋପଦେଶ 10
Compare ହିତୋପଦେଶ 10:7-11ହିତୋପଦେଶ 10:7-11