Text copied!
Bibles in Odia

ହିତୋପଦେଶ 10:7-11 in Odia

Help us?

ହିତୋପଦେଶ 10:7-11 in ଓଡିଆ ବାଇବେଲ

7 ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।
8 ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।
9 ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।
10 ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ।
11 ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
ହିତୋପଦେଶ 10 in ଓଡିଆ ବାଇବେଲ