Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 11

ହିତୋପଦେଶ 11:1-3

Help us?
Click on verse(s) to share them!
1ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।
2ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ।
3ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।

Read ହିତୋପଦେଶ 11ହିତୋପଦେଶ 11
Compare ହିତୋପଦେଶ 11:1-3ହିତୋପଦେଶ 11:1-3