Text copied!
Bibles in Odia

ହିତୋପଦେଶ 11:10-13 in Odia

Help us?

ହିତୋପଦେଶ 11:10-13 in ଓଡିଆ ବାଇବେଲ

10 ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ୱନି ହୁଏ।
11 ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ।
12 ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।
13 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।
ହିତୋପଦେଶ 11 in ଓଡିଆ ବାଇବେଲ