Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 11

ହିତୋପଦେଶ 11:11-12

Help us?
Click on verse(s) to share them!
11ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ।
12ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।

Read ହିତୋପଦେଶ 11ହିତୋପଦେଶ 11
Compare ହିତୋପଦେଶ 11:11-12ହିତୋପଦେଶ 11:11-12