Text copied!
Bibles in Odia

ହିତୋପଦେଶ 11:11-15 in Odia

Help us?

ହିତୋପଦେଶ 11:11-15 in ଓଡିଆ ବାଇବେଲ

11 ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ।
12 ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।
13 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।
14 ସୁପରାମର୍ଶ ଅଭାବରେ ଜାତିର ପତନ ହୁଏ, ପୁଣି, ବହୁସଂଖ୍ୟକ ପରାମର୍ଶଦାତାଙ୍କ ଉପରେ ଜାତିର ନିରାପତ୍ତା ନିର୍ଭର କରେ।
15 ଅଜଣା ଲୋକ ପାଇଁ ଯେ ମଧ୍ୟସ୍ଥ ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ମଧ୍ୟସ୍ଥ ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ।
ହିତୋପଦେଶ 11 in ଓଡିଆ ବାଇବେଲ