Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 11

ହିତୋପଦେଶ 11:2-4

Help us?
Click on verse(s) to share them!
2ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ।
3ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ।
4ପରମେଶ୍ଵରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।

Read ହିତୋପଦେଶ 11ହିତୋପଦେଶ 11
Compare ହିତୋପଦେଶ 11:2-4ହିତୋପଦେଶ 11:2-4