Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 11

ହିତୋପଦେଶ 11:24-27

Help us?
Click on verse(s) to share them!
24କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି, କେହି କେହି ଉଚିତ୍ ବ୍ୟୟ ଅସ୍ୱୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ।
25ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ।
26ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ।
27ଯେଉଁ ବ୍ୟକ୍ତି ଯତ୍ନରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ ପରର ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ।

Read ହିତୋପଦେଶ 11ହିତୋପଦେଶ 11
Compare ହିତୋପଦେଶ 11:24-27ହିତୋପଦେଶ 11:24-27