Text copied!
Bibles in Odia

ହିତୋପଦେଶ 11:27-28 in Odia

Help us?

ହିତୋପଦେଶ 11:27-28 in ଓଡିଆ ବାଇବେଲ

27 ଯେଉଁ ବ୍ୟକ୍ତି ଯତ୍ନରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ ପରର ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ।
28 ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ।
ହିତୋପଦେଶ 11 in ଓଡିଆ ବାଇବେଲ