Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 11

ହିତୋପଦେଶ 11:28-29

Help us?
Click on verse(s) to share them!
28ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ।
29ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ।

Read ହିତୋପଦେଶ 11ହିତୋପଦେଶ 11
Compare ହିତୋପଦେଶ 11:28-29ହିତୋପଦେଶ 11:28-29