Text copied!
Bibles in Odia

ହିତୋପଦେଶ 11:9-11 in Odia

Help us?

ହିତୋପଦେଶ 11:9-11 in ଓଡିଆ ବାଇବେଲ

9 ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।
10 ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ୱନି ହୁଏ।
11 ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ।
ହିତୋପଦେଶ 11 in ଓଡିଆ ବାଇବେଲ